ଉତ୍କଳ ବିଶ୍ବବିଦ୍ୟାଳୟର ଉନ୍ନତି ପାଇଁ…
ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟର ଉନ୍ନତି ପାଇଁ ନିଜର ଏକ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ନିଜର ଦରମା ରାଜ୍ୟପାଳ ତଥା ଉତ୍କଳ ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତି। ଏନେଇ ଉତ୍କଳ ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ…