୧୦ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ;…
ଓଏଲ୍ ବ୍ୟୁରୋ: ଅନେକ ବାଦବିବାଦ ପରେ ଶେଷରେ ୧୦ ବର୍ଷର ବୈବାହିକ ସମ୍ପର୍କରେ ପଡ଼ିଛି ପୂର୍ଣ୍ଣେଚ୍ଛେଦ। ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଅନୁଭବ ଗତକାଲି ରାତିରେ ସୋସିଆଲ୍ ମିଡିଆ ସାଇଟ୍ X ରେ ନିଜ ବିବାହ…