ପୁଣି ଥାନାରେ ଅଭିଯୋଗ କଲେ ବର୍ଷା
କଟକ: ଦୀର୍ଘ ଦିନର ନିରବତା ପରେ ପୁଣି ବର୍ଷା- ଅନୁଭବ ବିବାଦ ସାମ୍ନାକୁ ଆସିଛି। ପୁରୀଘାଟ ଥାନାରେ ଏତଲା କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ। ଘରେ ହଇରାଣ କରାଯାଉଥିବା ନେଇ ଅଭିଯୋଗ କରିଛନ୍ତି ବର୍ଷା। ସେ ରହୁଥିବା ଘରେ ବିଜୁଳି କାଟି ଦିଆଯାଉଛି। ଏସି ସଂଯୋଗ ବି କାଟି ଦିଆଯାଇଥିବା ନେଇ ଅଭିଯୋଗ କରିଛନ୍ତି…