ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ…
ନୂଆଦିଲ୍ଲୀ: ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେଉଛି ବାତ୍ୟା ‘ନିଭାର’। ଘଣ୍ଟା ପ୍ରତି ୬ କି.ମି. ବେଗରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଉଛି। ଆଜି ରାତିରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁପାରେ ‘ନିଭାର’। ପୁଡୁଚେରୀର କରାଇକେଲ୍ରୁ ତାମିଲନାଡ଼ୁର ମାମଲାପୁରମ୍ ମଧ୍ୟରେ ଏହା…