ଆଜି ମୁଖ୍ୟମନ୍ତ୍ରୀ ମାନଙ୍କ ସହ…
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କୋଭିଡ-୧୯ ବା କରୋନା ଭାଇରସ୍ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୩ଟା ସମୟରେ ଦେଶର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଭିଡିଓ କନଫରେନ୍ସିଂରେ କରୋନା ମହାମାରୀ ପ୍ରସଙ୍ଗରେ ଆଲୋଚନା କରିବେ।
ପ୍ରଧାନମନ୍ତ୍ରୀଙ୍କ…