ଭିଜିଲାନ୍ସ ଜାଲରେ ତମାଣ୍ଡୋ ଥାନା ପୁଲିସ…
ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ଚଢ଼ାଉ କଲା ଏସଆଇଙ୍କ ଘରେ। ଭୁବନେଶ୍ୱର ତମାଣ୍ଡୋ ଥାନା ଏସ୍ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଖବର ଅନୁସାରେ ଭିଜିଲାନ୍ସ ଟିମ୍ ଆଜି ଚଢ଼ାଉ କରିଛି ଅଭିମନ୍ୟୁଙ୍କ ଭୁବନେଶ୍ୱର ଓ ନୟାଗଡ଼ରେ…