Odisha Link
Bridging the Missing Links in Odisha
Browsing Tag

Vigillance

ଭିଜିଲାନ୍ସ ପଞ୍ଝାରେ ଏଆର୍‌ଆଇ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଭିଜିଲାନ୍ସ ପଞ୍ଝାରେ ବୋରିଗୁମ୍ମା ତହସିଲର ଏଆର୍‌ଆଇ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲର ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଏକାସଙ୍ଗେ ୮ଟି ସ୍ଥାନରେ ଚାଲଛି ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…

ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରୁ ମିଳିଲେ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପୂର୍ବତନ ମୁଖ୍ୟଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର ଆଣ୍ଡ ବି ବିଭାଗର ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ। ଭୁବନେଶ୍ବର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଭିଜିଲାନ୍ସ ପକ୍ଷରୁ…

ଗୁରୁବାର ପାଇଥିଲେ ପଦୋନ୍ନତି, ଶନିବାର…

ଓଏଲ୍‌ ବ୍ୟୁରୋ: ପଦୋନ୍ନତି ପାଇବା ପର ଦିନ ଚଢ଼ାଉ କରିଥିଲା ଭିଜିଲାନ୍ସ। ଆଉ ଚଢ଼ାଉର ଦିନକ ପରେ ଗିରଫ ହେଲେ ବାଲେଶ୍ୱର ଜଳସେଚନ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ପ୍ରଧାନ। ଗୁରୁବାର ଚାକିରିରେ ପଦୋନ୍ନତି ପାଇଥିବା ପ୍ରଭାସ କୁମାର ପ୍ରଧାନ ଶନିବାର ଦିନ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଆୟ…

ଲୋୟର ସୁକତେଲ ପ୍ରକଳ୍ପ ମୁଖ୍ୟଯନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ବନ୍ଦା ହେଲେ କଳା ଟଙ୍କାର କୁବେର ସୁନିଲ ରାଉତ। ଭିଜିଲାନ୍ସ ଜାଲରେ ପଡ଼ିଥିବା ବଲାଙ୍ଗିର ଲୋୟର ସୁକତେଲ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନିଲ କୁମାର ରାଉତଙ୍କଠୁ ବିପୁଳ ସମ୍ପତ୍ତି ଠାବ କରାଯିବାପରେ ଆଜି ତାଙ୍କୁ ଗିରଫ କରାଯାଇଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।…

୫୦ ହଜାର ଲାଞ୍ଚ ନେଉଥିଲେ କେରଙ୍ଗ କଲେଜ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ କଲେଜ ଅଧ୍ୟକ୍ଷା। ୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖୋର୍ଦ୍ଧା ଜିିଲ୍ଲା କେରଙ୍ଗ କଲେଜ ଅଧ୍ୟକ୍ଷା ବିଦ୍ୟୁତପ୍ରଭା ଜେନା। ଏରିଅର୍ ଟଙ୍କା ପାଇଁ ଲାଇବ୍ରେରିଆନ୍‌ଙ୍କଠୁ ୫୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଖୋର୍ଦ୍ଧା…

ଗିରଫ ହେଲେ କୁବେର ଦିଦି

ଭୁବନେଶ୍ବର: କୁବେର ଅଙ୍ଗନବାଡ଼ି ଦିଦି ଗିରଫ। ଆଜି ଭିଜିଲାନ୍ସ ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କୁ ଗିରଫ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗତକାଲି କବିତାଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଥିଲା। ୟକବିତାଙ୍କ ଭୁବନେଶ୍ୱର କେଶୁରା ଓ ଝାରପଡ଼ାରେ ଏକାଧିକ ବହୁତଳ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ…

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ…

ଭିଜିଲାନ୍ସ ଜାଲରେ ପିଇଓ

ବରଗଡ଼: ଭିଜିଲାନ୍ସ ଜାଲରେ ପିଇଓ। ବରଗଡ଼ ଭଟଲି ବ୍ଲକ କେସେଇପାଲିର ପିଇଓ ଉମେଶ ସେଠଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଛି। ଉଭୟ ଗ୍ରାମପଞ୍ଚାୟତ ଅଫିସ ସହ ୪ ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। କେଲେଣ୍ଡାପାଲି ପଞ୍ଚାୟତ ଦାୟିତ୍ୱରେ ମଧ୍ୟ ଅଛନ୍ତି ଉମେଶ…

ଭିଜିଲାନ୍ସ ଜାଲରେ ପିଇଓ

ସୋନପୁର: ଭିଜିଲାନ୍ସ ଜାଲରେ ପିଇଓ। ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( PEO)ଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ। ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ…

ଭିଜିଲାନ୍ସକୁ ଗଲା ପ୍ରଦୀପ ମାମଲା

ଭୁବନେଶ୍ବର: ଭିଜିଲାନ୍ସକୁ ଗଲା ପ୍ରଦୀପଙ୍କ ମାମଲା। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ମାମଲାର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ। ୨ ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…