Odisha Link
Bridging the Missing Links in Odisha
Browsing Tag

Vigillance

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ସୁନ୍ଦରଗଡରେ ଭିଜିଲାନ୍ସ ଜାଲରେ ୱେସକୋ ଯନ୍ତ୍ରୀ। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି କନିଷ୍ଠ ଯନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ୱେସକୋର ସବଡେଗା ସେକସନର କନିଷ୍ଠ ଯନ୍ତ୍ରୀ ଯଶୋବନ୍ତ ଦେଓଙ୍କୁ ଗିରଫ କରିଛି ଭିଜିଲାନ୍ସ । ଟାଙ୍ଗର…

ଗିରଫ ହେଲେ ଗଣିତ ଅଧ୍ୟାପକ

ଭୁବନେଶ୍ୱର: ଆୟବହିର୍ଭୁତ ସମ୍ପତି ଠୁଳ ଅଭଯୋଗରେ ବନ୍ଧାହେଲେ ଗଣିତ ଅଧ୍ୟାପକ। ସିଇଟି କଲେଜର ଗଣିତ ଅଧ୍ୟାପକ ପ୍ରଫେସର ଡ. ପ୍ରସନ୍ନ କୁମାର ମିଶ୍ରଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରସନ୍ନ କୁମାରଙ୍କ ଖଣ୍ଡଗିରି ବାସ ଭବନ ସମେତ ୪ ଟି ସ୍ଥାନରେ କାଲି ଚଢ଼ଉ କରିଥିଲା…

ଭିଜିଲାନ୍ସ ଜାଲରେ ସହକାରୀ ଅଧ୍ୟାପକ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଫସିଛନ୍ତି ସହକାରୀ ଅଧ୍ୟାପକ। ଭୁବନେଶ୍ବର ସ୍ଥିତ ଘାଟିକିଆ ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ପ୍ରସନ୍ନ କୁମାର ମିଶ୍ର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ତାଙ୍କ…

ଭିଜିଲାନ୍ସ ଜାଲରେ ତହସିଲଦାର

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ତହସିଲଦାର। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ତରଭା ତହସିଲଦାର ସୁବ୍ରତ କୁମାର ବେହେରା। ୨୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି। ସୂଚନା ମୁତାବକ, ଘରଡିହ ବିକ୍ରି କରିବା ବେଳେ…

ଭିଜିଲାନ୍ସ ଜାଲରେ ଫରେଷ୍ଟ ଗାର୍ଡ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଫସିଲେ ମହିଳା ଫରେଷ୍ଟ ଗାର୍ଡ। ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ସମ୍ବଲପୁର ଜୁଜୁମରାର ଫରେଷ୍ଟ ଗାର୍ଡ ମଧୁସ୍ମିତା ମହାପାତ୍ର। ୩୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ମଧୁସ୍ମିତା ମହାପାତ୍ର। ବନ ସୁରକ୍ଷା ସମିତିର କୋଠା ନିର୍ମାଣ ବିଲ୍ ପାସ୍ କରିବାକୁ…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧ୍ୟାପକ ଜି.ନାଗେଶ୍ୱର ରାଓଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍। ପାରଳାଖେମୁଣ୍ଡି ରାଧାଗୋବିନ୍ଦ ନଗର ସମେତ ୬ଟି ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଏହି ଚଢ଼ାଉ…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ୍

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ୍। ନବରଙ୍ଗପୁର ଜିଲ୍ଲା ଆର୍‌ଏମ୍‌ସି ଅଫିସ ସିନିଅର ଆକାଉଣ୍ଟାଣ୍ଟ ଅଶୋକ ନନ୍ଦଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି। ଆଜି ସକାଳୁ ଭିଜିଲାନ୍ସ ଟିମ୍ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି।…

ଭିଜିଲାନ୍ସ ଜାଲରେ ରାଜସ୍ୱ ସହକାରୀ…

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାଜସ୍ୱ ସହକାରୀ ଅଧିକାରୀ। ରାୟଗଡ଼ା ସ୍ଥିତ କାଶୀପୁର ବ୍ଲକର ରାଜସ୍ୱ ସହକାରୀ ଅଧିକାରୀ ପ୍ରକାଶ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପ୍ରକାଶ ସାହୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ, ରାଜସ୍ୱ ସହକାରୀ ଅଧିକାରୀ ପ୍ରକାଶ…

ଜେଲ ଗଲେ କୋଟିପତି ବାବୁ

ଢେଙ୍କାନାଳ: ଜେଲ୍‌ ଗଲେ ଏଆରସିଏସ ରମେଶ ବେହେରା। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ  ଫ୍ୟାକ୍ଟି୍ର ଓ ବଏଲର୍ସ ଉପନିଦେ୍ର୍ଧଶକ ରମେଶ ବେହେରାଙ୍କୁ ଭିଜିଲାନ୍ସ ଗିରଫ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ୪ଟି ଟିମ ଏକ କାଳୀନ ଚାରୋଟି ଜାଗାରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଭୁବନେଶ୍ୱରର ପଟିଆରେ ଥିବା…

ନବରଙ୍ଗପୁର ଆରଟିଓଙ୍କ ଘରେ ଭିଜିଲାନ୍ସ…

ନବରଙ୍ଗପୁର: ନବରଙ୍ଗପୁର ଆର୍‌ଟିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ। ଭିଜିଲାନ୍ସ ଜାଲରେ ପଡ଼ିଲେ ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କହଁର। ନବରଙ୍ଗପୁରରେ ଥିବା ଗଣେଶ୍ୱରଙ୍କ ଭଡ଼ା ଘର ସହ ଅଫିସ, ଫୁଲବାଣୀ, ଭୁବନେଶ୍ୱର, ପାରଳାଖେମୁଣ୍ଡିରେ ଥିବା ଘରେ ମଧ୍ୟ ଜୟପୁର ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ ଚାଲିଛି। ଗତ ୨୧…