Odisha Link
Bridging the Missing Links in Odisha
Browsing Tag

vijay diwas

ସହିଦଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ…

ନୂଆଦିଲ୍ଲୀ: ୧୯୭୧ ଯୁଦ୍ଧର ସହିଦଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶ୍ରଦ୍ଧାଞ୍ଜଳି। ଦିଲ୍ଲୀ ଜାତୀୟ ଯୁଦ୍ଧ ସ୍ମାରକୀରେ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ୧୯୭୧ ମସିହା ପାକିସ୍ତାନ ବିପକ୍ଷ ଯୁଦ୍ଧକୁ ୫୦ ବର୍ଷ…

ବିଜୟ ଦିବସ ଅବସରରେ ବିଜୟ ଜ୍ୟୋତି…

ନୂଆଦିଲ୍ଲୀ: ଭାରତ-ପାକ୍ ଯୁଦ୍ଧକୁ ବିତିଛି ୫୦ ବର୍ଷ। ୧୯୭୧ ମସିହା ଏହି ଯୁଦ୍ଧରେ ବିଶ୍ୱ ମାନଚିତ୍ରରେ ବାଲାଂଦେଶ ନାମକ ଏକ ଦେଶ ଜନ୍ମ ନେଇଥିଲା। ଏହି ଯୁଦ୍ଧରେ ପାକିସ୍ତାନକୁ ବୃଦ୍ଧି ଶିଖାଇଥିଲା ଭାରତ। ଯୁଦ୍ଧରେ ଶୋଚନୀୟ ପରାଜୟ ବରଣ କରିଥିଲା ଇସଲାମାବାଦ। ପାକିସ୍ତାନର ୯୩ ହଜାର ସୈନ୍ୟ ଭାରତ ଆଗରେ…