ଭିସୁଟ୍ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ…
ଓଏଲ୍ ବ୍ୟୁରୋ: ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ତଦନ୍ତର ଅଗ୍ରଗତି ନେଇ ଷ୍ଟାଟସ୍ ରିପୋର୍ଟ ମାଗିଲେ ହାଇକୋର୍ଟ। ମେ' ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ତେବେ ଏନେଇ ହାଇକୋର୍ଟରେ କେଶ ଦାଏର ହୋଇଥିଲା। ଯାହାର ପରବର୍ତ୍ତୀ…