ଆସନ୍ତା ୧୨ ଯାଏ ପ୍ରବଳ ବର୍ଷା
ଓଏଲ୍ ବ୍ୟୁରୋ: କିଛି ଦିନ ବ୍ୟବଧାନରେ ପୁଣି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି ଲଘୁଚାପ ଆସନ୍ତା ଦୁଇଦିନ…