ମୃତ୍ୟୁର କୂଅ! ଚାଲିଗଲା ୧୩ ଜୀବନ
ଓଏଲ୍ ବ୍ୟୁରୋ: ଧୁମଧାମରେ ଚାଲିଥିଲା ବାହାଘର। ବିବାହ ଉତ୍ସବରେ ମସଗୁଲ ଥିଲେ ସମସ୍ତେ। ହେଲେ ହଠାତ୍ ସବୁ ପଡ଼ିଗଲା ଫିକା। ମଉଳିଗଲା ଖୁସି ଆଉ ଶୁଭିଲା କାନ୍ଦ ବୋବାଳିର ଚିତ୍କାାର। ଅସାବଧାନତା ଯୋଗୁଁ କୂଅରେ ଖସିପଡ଼ି ଚାଲିଗଲା ୧୩ ଜଣଙ୍କ ଜୀବନ।
ଉତ୍ତର ପ୍ରଦେଶର କୁଶିନଗରରେ ଘଟିଛି ବଡ଼ ଅଘଟଣ। କୂଅରେ…