ନବଜାତ କନ୍ୟାକୁ ନେଇ ମେଡିକାଲରୁ…
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାର ଖମାରପଡ଼ା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ଏଥିରେ ମେଡିକାଲରୁ ଫେରୁଥିବା ଜଣେ ମହିଳା ଏବଂ ତାଙ୍କର ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଛି । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁସାରେ, ଏକ ଅଟୋରେ…