ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର
ନୂଆଦିଲ୍ଲୀ: ୨୦୨୦ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା ହୋଇଛି। ଓ୍ବାର୍ଲଡ ଫୁଡ୍ ପ୍ରୋଗ୍ରାମ୍କୁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଓ ପରିବେଶ କର୍ମୀ ଗ୍ରେଟା ଥନବର୍ଗ ଥିବାବେଳେ ସେମାନଙ୍କୁ ପଛରେ ପକାଇଦେଇଛି…