ଗଣେଶ କାହିଁକି ଅଗ୍ରପୂଜ୍ୟ…
ଓଏଲ୍ ବ୍ୟୁରୋ: ଭାଦ୍ରବ ମାସ ଶୁକ୍ଳ ଚତୁର୍ଥୀରେ ଆଦିଦେବ ଗଣେଶଙ୍କର ପୂଜା କରାଯାଏ। ସନାତନ ହିନ୍ଦୁ ଧର୍ମରେ ଗଣେଶଙ୍କୁ କେବଳ ପଞ୍ଚଦେବତାଙ୍କ ମଧ୍ୟରେ ପୂଜା କରାଯାଏ ତାହା ନୁହେଁ। ଯେକୌଣସି ପୂଜା, ଧାର୍ମିକ ବା ମାଙ୍ଗଳିକ କାର୍ଯ୍ୟରେ ଗଣେଶଙ୍କୁ ପ୍ରଥମେ ଆବାହନ କରାଯାଏ। ଗଣେଶ ସିଦ୍ଧି, ସମୃଦ୍ଧି ଓ…