Odisha Link
Bridging the Missing Links in Odisha
Browsing Tag

Yass

ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍:…

ଭୁବନେଶ୍ବର: ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରେସମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ବାହାନଗା-ରେମୁଣା ମଧ୍ୟରେ ବରଜଧଉଳି ଗାଁ ନିକଟରେ ଲ୍ୟାଣ୍ଡଫଲ୍ କରିବ ‘ୟାସ୍’। ୩-୪ ଘଣ୍ଟା…

ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍: ପବନର ବେଗ…

ବାଲେଶ୍ୱର: ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବାତ୍ୟା ୟାସ୍ ବାଲେଶ୍ୱର ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ୫୦ କିଲୋମିଟର ଦୂରରେ ରହିଥିବା ବେଳେ ଏବେ ବାଲେଶ୍ୱରରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।…

ବାତ୍ୟା ୟାସ୍‌: ଆରମ୍ଭ ହେଲା ଲ୍ୟାଣ୍ଡଫଲ୍…

ଭୁବନେଶ୍ୱର: ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପ୍ରାୟ ୩ ରୁ ୪ ଘଣ୍ଟା ଲାଗିବ ଲ୍ୟାଣ୍ଡଫଲ ପ୍ରକ୍ରିୟା। ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ଅତି ଭୀଷଣ ବାତ୍ୟା ୟାସ୍। ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ମଧ୍ୟରେ ଆଜି ଦ୍ୱିପହରରେ…

ମଧ୍ୟାହ୍ନ ସୁଦ୍ଧା ଲ୍ୟାଣ୍ଡଫଲ କରିବ…

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ୟାସ୍। ଧାମରା ନିକଟ ବର୍ତ୍ତୀ ହେଲାଣି ବାତ୍ୟା। ବର୍ତ୍ତମାନ ବାତ୍ୟା ଧାମରାଠୁ ୪୦ କିଲୋମିଟର ଦୂରରେ ରହିଥିବା ନେଇ କହିଛନ୍ତି ଜାତୀୟ ପାଣିପାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଏଥିସହ ବାତ୍ୟା ସ୍ଥଳ ଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୩୦ ରୁ ୧୪୦…

ଧାମରାଠୁ ୪୦ କିମି ଦୂରରେ ବାତ୍ୟା ‘ୟାସ୍’

ଧାମରା: ଅତି ଭୀଷଣ ବାତ୍ୟାର ରୂପ ନେଇ ମାଡି ଆସୁଛି ବାତ୍ୟା ୟାସ୍। ଘଣ୍ଟା ପ୍ରତି ୧୫ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ୟାସ୍। ଧାମରା ଠାରୁ ମାତ୍ର ୪୦ କିଲୋମିଟର ଦୂରତାରେ ରହିଛି ବାତ୍ୟା। ଧାମରା ଠାରୁ ମାତ୍ର ୪୦ କିମି ଦୂରତାରେ ବାତ୍ୟା ପହଞ୍ଚିବା ପରେ ପବନର ବେଗ ଅଧିକ ବଢିଛି। ଅନ୍ୟପଟେ ବାତ୍ୟା…

ବାତ୍ୟା ୟାସ୍‌: ଡେରିରେ ହେବ ଲ୍ୟାଣ୍ଡଫଲ

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟାର ରୂପ ନେଇ ମାଡି ଆସୁଛି ବାତ୍ୟା ୟାସ୍। ଘଣ୍ଟା ପ୍ରତି ୧୧ କିମି ବେଗରେ ସ୍ଥଳଭାଗ ମୁହଁ ହେଉଛି ୟାସ୍। ସକାଳୁ ବାତ୍ୟା ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରାଯାଇଥିବା ବେଳେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସାମାନ୍ୟ ଡେରି ହେବ। ବିଳମ୍ବ ହେବ। ଏନେଇ ସୂଚନା ଦେଇଛନ୍ତି ଏସଆରସି…

ଡପଲର ରାଡାରରୁ ଦିଶିଲା ବାତ୍ୟାର ଆଖି

ଭୁବନେଶ୍ବର: ବାତ୍ୟା ‘ୟାସ୍’ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେଉଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ମାଡ଼ି ଆସୁଛି। ପୂର୍ବ-ଦକ୍ଷିଣପୂର୍ବରେ ପାରାଦୀପ ଠାରୁ ୧୬୦ କିଲୋମିଟର ଦୂରରେ ବାତ୍ୟା ‘ୟାସ୍’…

ବାତ୍ୟା ମୁକାବିଲା: କର୍ତ୍ତବ୍ୟ ସହ ମମତା…

ଭଦ୍ରକ: ସ୍ଥଳଭାଗ ମୁହାଁ ହେଲାଣି ବାତ୍ୟା ୟାସ୍। ବାତ୍ୟା ମୁକାବିଲା ପାଇଁ ସରକାର ଓ ବିଭିନ୍ନ ଜିଲ୍ଲାର ପ୍ରଶାସନିକ ଅଧିକାରୀ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରୁଛନ୍ତି। ମହାମାରୀ ବେଳେ ବାତ୍ୟା ମୁକାବିଲା ବଡ ଚାଲେଞ୍ଜ ଥିବା ବେଳେ ଜିରୋ କାଜୁଆଲିଟିକୁ ମନ୍ତ୍ର କରି ମାରାଥନ ପ୍ରସ୍ତୁତି ଚଳାଇଛନ୍ତି…

ଆସନ୍ତାକାଲି ସକାଳେ ଲ୍ୟାଣ୍ଡଫଲ କରିବ…

ଭୁବନେଶ୍ବର: ଅତି ଭୀଷଣ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। କାଲି ସକାଳୁ ସକାଳୁ ଲ୍ୟାଣ୍ଡଫଲ କରିବ ୟାସ୍। ଘଣ୍ଟାପ୍ରତି ୧୬ କିମି ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ୟାସ୍’। ବାତ୍ୟା ‘ୟାସ୍’ ଦକ୍ଷିଣ-ଦକ୍ଷିଣପୂର୍ବରେ ପାରାଦୀପ ଠାରୁ ୨୦୦ କିଲୋମିଟର ଦୂରରେ ଥିବା ବେଳେ ବାଲେଶ୍ୱର ଠାରୁ ୨୯୦ ଓ…

ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଲା…

ଭୁବନେଶ୍ବର: ଅତି ଭୀଷଣ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। ଭାରତୀୟ ପାଣିପାଗ ବିଭାଗ ଲହି ସୂଚନା ଦିଆଯାଇଛି। ବର୍ମାର୍ତ୍ତମାନ ବାତ୍ୟା ପାରାଦୀପ ଠାରୁ ୨୦୦ କିମି ଦୂରରେ ରହି ତିବା ବେଳେ ବାଲେଶ୍ୱରରୁ ୨୯୦ କିଲୋମିଟର ଦୂରରେ ରହିଛି। ଘଣ୍ଟା ପ୍ରତି ୧୬ କିମି ବେଗରେ ବାତ୍ୟା ୟାସ୍ ଗତି…