‘ୟୁଥ କାଉନ୍ସିଲ ଫର ଡେଭଲପମେଣ୍ଟ…
ଓଏଲ୍ ବ୍ୟୁରୋ : 'ୟୁଥ କାଉନ୍ସିଲ ଫର ଡେଭଲପମେଣ୍ଟ ଅଲଟରନେଟିଭସ'ର ତିରିଶତମ ବାର୍ଷିକ ଉତ୍ସବ ଅବସରରେ ସ୍ଥାୟୀ ବିକାଶ ଲକ୍ଷ୍ୟର ସ୍ଥାନୀୟକରଣ ଓ ସିଭିଲ ସୋସାଇଟିର ଭୂମିକା ସମ୍ପର୍କିତ ବିକାଶ ସଂପାନ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ନିଜ ବକ୍ତବ୍ୟ ରଖି ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଡ଼ଃ ଅରବିନ୍ଦ…