Odisha Link
Bridging the Missing Links in Odisha
Browsing Tag

yellow Waring

କାଳବୈଶାଖୀ ଆଶଙ୍କା, ୭ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ଆସନ୍ତା ଦୁଇଦିନ ଉଭୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି। ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହିତ ବର୍ଷା ହେବ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଝାରସୁଗୁଡା, ସୁନ୍ଦରଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ,…

ବର୍ଷା ଆଶଙ୍କା, ୧୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ରାଜ୍ୟରେ ଶୀତ ପ୍ରକୋପ କମିବାରେ ଲାଗିଛି। ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ଦିନରେ ଖରା ବଢୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ବୌଦ୍ଧରେ ୧୦.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି ସର୍ବାଧିକ ତାପମାତ୍ରା ଭୁବନେଶ୍ବରରେ ୩୫.୪…

ଶୀତ ପାଇଁ ସତର୍କତା ଜାରି କଲା…

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ୧୧ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ଡିଗ୍ରୀ ତଳକୁ ଖସି ଆସିଛି। ଦାରିଙ୍ଗବାଡ଼ି, ସୋନପୁର, କୋରାପୁଟ, ବଲାଙ୍ଗିର, ଭବାନୀପାଟଣା, ତାଳଚେର, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଏବଂ ବାରିପଦାରେ ପାରଦ ୧୦ଡିଗ୍ରୀ ତଳେ ରହିଛି। ଆସନ୍ତା ୨ରୁ୩ ଦିନ…

ପ୍ରବଳ ବର୍ଷା ଆଶଙ୍କା: ୧୦ ଜିଲ୍ଲାକୁ…

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶ ଉପକୂଳ କାକିନାଡ଼ା ଠାରେ ଅବପାତ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାର ଅଧକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଆଶଙ୍କା କରି ନେଇ ଆସନ୍ତାକାଲି ପର୍ଯ୍ୟନ୍ତ ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି,…

ବର୍ଷା: ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ବର୍ଷା ହେବ। ୭ ତାରିଖ ବେଳକୁ ବର୍ଷାର ପରିମାଣ କମିବା ଆରମ୍ଭ ହେବ। ୯ ତାରଖରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର-…

ଆସୁଛି ଆଉ ଏକ ଲଘୁଚାପ, ୫ ଯାଏଁ ପ୍ରବଳ…

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଜି ଠାରୁ ୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଟୁଇନ…

ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ…

ଭୁବନେଶ୍ୱର: ମୌସୁମୀ ଉତ୍ତରମୁହାଁ ହେବାରେ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ମ‌ାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି…

ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ଅରେଞ୍ଜ…

ଭୁବନେଶ୍ୱର: ଆସନ୍ତା କାଲି ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ଟି ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟକୁ…

୫ ଯାଏ ବର୍ଷା, ୭ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ଅକ୍ଟୋବର ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରି ସୋମବାର ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ପାଗରେ ସାମାନ୍ୟ ପରିବର୍ତନ ଆସି ଫେବୃଆରୀ ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ। ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…