ୟେସ ବ୍ୟାଙ୍କ ମାମଲା: ଅନୀଲ ଅମ୍ବାନୀଙ୍କୁ…
ମୁମ୍ବାଇ: ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ଅନୀଲ ଅମ୍ବାନୀ ୟେସ୍ ବ୍ୟାଙ୍କ୍ ଦୁର୍ନୀତି ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି)ର ମୁମ୍ବାଇ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ୟେସ ବ୍ୟାଙ୍କ ନାଁରେ ଇଡି ମନି ଲଣ୍ଡରିଂ ମାମଲା ରୁଜୁ କରିଛି।
ଏହି ମାମଲାରେ ଅନୀଲ…